Psalms 37:33 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କେ ହବେଲେେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦବେେ ନାହିଁ। ପରମେଶ୍ବର କବେେ ହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ଯସ୍ତ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କେବେହେଲେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦେବେ ନାହିଁ। ପରମେଶ୍ୱର କେବେହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ।