Psalms 37:34 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜଯୀ କରାଇବେ ଓ ପରମେଶ୍ବରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ଯ ଫରେି ପାଇବ, ସେତବେେଳେ ଦୁଷ୍ଟ ଲୋକମାନେ ସେ ରାଜ୍ଯ ଛାଡ଼ି ଚାଲିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଅନୁସରଣ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର। ସଦାପ୍ରଭୁ ତୁମ୍ଭକୁ ନିଶ୍ଚିତ ବିଜୟୀ କରାଇବେ ଓ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ତୁମ୍ଭେ ତୁମ୍ଭର ରାଜ୍ୟ ଫେରି ପାଇବ, ସେତେବେଳେ ଦୁଷ୍ଟ ଲୋକମାନେ ସେ ରାଜ୍ୟ ଛାଡ଼ି ଗ୍ଭଲିଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।