Psalms 37:35 — Compare Translations
5 translations compared side by side
Odia - 1840
"ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ୟିଏକି ଅତି ଶକ୍ତିଶାଳୀ ଥିଲା। ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ଵଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ଯିଏକି ଅତି ଶକ୍ତିଶାଳୀ ଥିଲା। ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।