Psalms 37:36 — Compare Translations
5 translations compared side by side
Odia - 1840
"କିନ୍ତୁ ସେ ଆଜି ନାହିଁ। ମୁଁ ତାଙ୍କୁ ଅନକେ ସ୍ଥାନରେ ଖାଜେିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ଵେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେ ଆଜି ନାହିଁ। ମୁଁ ତାଙ୍କୁ ଅନେକ ସ୍ଥାନରେ ଖୋଜିଲି କିନ୍ତୁ ତାଙ୍କୁ ପାଇଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ୱେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଜଣେ ନିକଟ ଦେଇ ଗଲା, ଆଉ ଦେଖ, ସେ ନ ଥିଲା; ଆହୁରି, ମୁଁ ତାହାର ଅନ୍ୱେଷଣ କଲି, ମାତ୍ର ତାହାର ଉଦ୍ଦେଶ୍ୟ ମିଳିଲା ନାହିଁ।