Psalms 37:38 — Compare Translations

5 translations compared side by side

Odia - 1840
"କିନ୍ତୁ ଅଧର୍ମାଚାରୀ ଲୋକମାନେ ସୂର୍ଣ୍ଣ ଧ୍ବଂସ ପାଇବେ ଓ ସମାନଙ୍କେର ବଂଶଧରମାନେ ସହେି ସ୍ଥାନ ଛାଡ଼ିବାକୁ ବାଧ୍ଯ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅଧର୍ମାଗ୍ଭରୀ ଲୋକମାନେ ସମ୍ପୂର୍ଣ୍ଣ ଧ୍ୱଂସ ପାଇବେ ଓ ସେମାନଙ୍କର ବଂଶଧରମାନେ ସେହି ସ୍ଥାନ ଛାଡ଼ିବାକୁ ବାଧ୍ୟ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅଧର୍ମାଚାରୀମାନେ ଏକାବେଳେ ବିନଷ୍ଟ ହେବେ; ଦୁଷ୍ଟର ଶେଷ ଫଳ ଉଚ୍ଛିନ୍ନ ହେବ।