Psalms 37:39 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି। ସଦାପ୍ରଭୁ ହିଁ ସହେି ଧାର୍ମିକ ଲୋକମାନଙ୍କର ସଂକଟ ସମଯରେ ଏକମାତ୍ର ବଳ। ଯେତବେେଳେ ସମାନେେ ଅସୁବିଧାରେ ପଡ଼ନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି। ସଦାପ୍ରଭୁ ହିଁ ସେହି ଧାର୍ମିକ ଲୋକମାନଙ୍କର ସଙ୍କଟ ସମୟରେ ଏକମାତ୍ର ବଳ। ଯେତେବେଳେ ସେମାନେ ଅସୁବିଧାରେ ପଡ଼ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି।