Psalms 37:40 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାୟ୍ଯ କରନ୍ତି ଓ ସମାନଙ୍କେୁ ରକ୍ଷା କରନ୍ତି। ସଦାପ୍ରଭୁ ସହେି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସମାନେେ ତାଙ୍କ ଉପରେ ନିର୍ଭରଶୀଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି। ସଦାପ୍ରଭୁ ସେହି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସେମାନେ ତାଙ୍କ ଉପରେ ନିର୍ଭରଶୀଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ।