Psalms 37:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ। ତାଙ୍କୁ ବିଶ୍ବାସ କର ଓ ସେ ନିଶ୍ଚଯ ୟାହା କରିବା କଥା ସଫଳ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ। ତାଙ୍କୁ ବିଶ୍ୱାସ କର ଓ ସେ ନିଶ୍ଚୟ ଯାହା କରିବା କଥା ସଫଳ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କଠାରେ ତୁମ୍ଭର ଗତି ସମର୍ପଣ କର; ମଧ୍ୟ ତାହାଙ୍କଠାରେ ନିର୍ଭର ରଖ, ତହିଁରେ ସେ ତାହା ସଫଳ କରିବେ।