Psalms 37:6 — Compare Translations
5 translations compared side by side
Odia - 1840
"ତୁମ୍ଭର ସାଧୁତା ଓ ନ୍ଯାଯପ୍ରିଯତା ମଧ୍ଯାହ୍ନର ସୂର୍ୟ୍ଯ କିରଣ ଭଳି ଉଜ୍ଜ୍ବଳ ଆ ଲୋକ ପ୍ରଦାନ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସାଧୁତା ଓ ନ୍ୟାୟପ୍ରିୟତା ମଧ୍ୟାହ୍ନର ସୂର୍ଯ୍ୟ କିରଣ ଭଳି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଦୀପ୍ତି ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ।