Psalms 37:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କୁ ବିଶ୍ବାସ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ। ଯେତବେେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦ କାର୍ୟ୍ଯ ସଫଳ ହୁଏ। ହତାଶ ହୁଅ ନାହିଁ ଯେତବେେଳେ ଦୁଷ୍ଟ ଲୋକମାନେ ମନ୍ଦ କାର୍ୟ୍ଯ କରିବାକୁ ମନ୍ତ୍ରଣା କରି ସମାନଙ୍କେର ଯୋଜନାରେ ସଫଳ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।