Psalms 37:8 — Compare Translations
5 translations compared side by side
Odia - 1840
"କୋର୍ଧ ତ୍ଯାଗ କର। କୋପ ତ୍ଯାଗ କର। ଏତେ ଅର୍ଧୈୟ୍ଯ ହୁଅ ନାହିଁ, ୟାହାଫଳରେ ତୁମ୍ଭେ ମଧ୍ଯ ମନ୍ଦକାର୍ୟ୍ଯ କରି ବସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ରୋଧରୁ କ୍ଷା; ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ ।
Odia Bible ERV 2004 (ପବିତ୍ର ବାଇବଲ)
କ୍ରୋଧ ତ୍ୟାଗ କର, କୋପ ତ୍ୟାଗ କର। ଏତେ ଅଧୈର୍ଯ୍ୟ ହୁଅ ନାହିଁ, ଯାହା ଫଳରେ ତୁମ୍ଭେ ମଧ୍ୟ ମନ୍ଦକାର୍ଯ୍ୟ କରି ବସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ।
Odia IRV 2017 (ଓଡିଆ ବାଇବେଲ)
କ୍ରୋଧରୁ କ୍ଷାନ୍ତ ହୁଅ ଓ କୋପ ତ୍ୟାଗ କର; ଆପଣାକୁ ବିରକ୍ତ କର ନାହିଁ, ତାହା କେବଳ ଦୁଷ୍କର୍ମ କରିବାକୁ ପ୍ରବର୍ତ୍ତାଏ।