Psalms 37:9 — Compare Translations
5 translations compared side by side
Odia - 1840
"କାରଣ ଦୁଷ୍ଟ ଲୋକମାନେ ଧ୍ବଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କରନ୍ତି, ସମାନେେ ସମଗ୍ର ଭୂମିକୁ ନିଯନ୍ତ୍ରଣ କରିପାରିବେ। ଏହା ପରମେଶ୍ବର ସମାନଙ୍କେଠାରେ ପ୍ରତିଜ୍ଞା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରନ୍ତି, ସେମାନେ ସମଗ୍ର ଭୂମିକୁ ନିୟନ୍ତ୍ରଣ କରି ପାରିବେ। ଏହା ପରମେଶ୍ୱର ସେମାନଙ୍କଠାରେ ପ୍ରତିଜ୍ଞା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦୁଷ୍କର୍ମକାରୀମାନେ ଉଚ୍ଛିନ୍ନ ହେବେ; ମାତ୍ର ସଦାପ୍ରଭୁଙ୍କ ଅପେକ୍ଷାକାରୀମାନେ ଦେଶାଧିକାରୀ ହେବେ।