Psalms 38:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାେତେ ଆପଣା କୋପରେ ଅନୁୟୋଗ କର ନାହିଁ। କିଅବା ମାେତେ ତୁମ୍ଭେ କୋର୍ଧାନ୍ବିତ ହାଇେ ଦଣ୍ଡ ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ, ସ୍ମରଣୋପାୟ । ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସ୍ତି ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ସ୍ମରଣୀୟ ଗୀତ। ହେ ସଦାପ୍ରଭୁ, ମୋତେ ଆପଣା କୋପରେ ଅନୁଯୋଗ କର ନାହିଁ। କିଅବା ମୋତେ ତୁମ୍ଭେ କ୍ରୋଧାନ୍ୱିତ ହୋଇ ଦଣ୍ଡ ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ।