Psalms 38:11 — Compare Translations
5 translations compared side by side
Odia - 1840
"ମାରେ ରୋଗ ଯୋଗୁଁ ମାରେ ବନ୍ଧୁ ଓ ପଡ଼ୋଶୀମାନେ ମାେତେ ଦଖାେ କରିବାକୁ ଆସନ୍ତି ନାହିଁ। ମାରେ ପରିବାରବର୍ଗ ମାଠାରୁେ ଦୂରଇେ ରହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ରୋଗ ଯୋଗୁଁ ମୋର ବନ୍ଧୁ ଓ ପଡ଼ୋଶୀମାନେ ମୋତେ ଦେଖା କରିବାକୁ ଆସନ୍ତି ନାହିଁ। ମୋର ପରିବାରବର୍ଗ ମୋ’ଠାରୁ ଦୂରେଇ ରହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋ’ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି।