Psalms 38:12 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁମାନେ ମାେ ବିଷଯରେ ଖରାପ କଥା କହନ୍ତି। ସମାନେେ ମିଛ ଓ ଗୁଜବ ସୃଷ୍ଟି କରନ୍ତି। ସମାନେେ ସବୁବେଳେ ମାେ ବିଷଯରେ ଆଲୋଚନା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ଦିନଯାକ ଛଳର ଚିନ୍ତା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି। ସେମାନେ ମିଛ ଓ ଗୁଜବ ସୃଷ୍ଟି କରନ୍ତି। ସେମାନେ ସବୁବେଳେ ମୋ’ ବିଷୟରେ ଆଲୋଚନା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଯେଉଁମାନେ ମୋ’ ପ୍ରାଣ ଚାହାନ୍ତି, ସେମାନେ ମୋ’ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।