Psalms 38:13 — Compare Translations

5 translations compared side by side

Odia - 1840
"ମୁଁ ଏକ ବଧୀର ବ୍ଯକ୍ତି ତୁଲ୍ଯ, ୟିଏ ଶୁଣିପାରେ ନାହିଁ। ମୁଁ ଏକ ମୂକ ବ୍ଯକ୍ତି ତୁଲ୍ଯ, ୟିଏ କଥା କହିପାରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ବଧିର ଲୋକ ପରି ଶୁଣୁନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗାଲୋକ ତୁଲ୍ୟ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏକ ବଧିର ବ୍ୟକ୍ତି ତୁଲ୍ୟ, ଯିଏ ଶୁଣିପାରେ ନାହିଁ। ମୁଁ ଏକ ମୂକ ବ୍ୟକ୍ତି ତୁଲ୍ୟ, ଯିଏ କଥା କହିପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗା ଲୋକ ତୁଲ୍ୟ ହୁଏ।