Psalms 38:15 — Compare Translations
5 translations compared side by side
Odia - 1840
"ତଣେୁ ହେ ସଦାପ୍ରଭୁ ତୁମ୍ଭେ ମାେତେ ନିଶ୍ଚଯ ସହାୟ ହବେ। ହେ ପରମେଶ୍ବର ମାରେ ସଦାପ୍ରଭୁ ତୁମ୍ଭେ ମାେ ପାଇଁ ନିଶ୍ଚଯ କହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ଵର, ତୁମ୍ଭେ ଉତ୍ତର ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ସଦାପ୍ରଭୁ, ତୁମ୍ଭେ ମୋତେ ନିଶ୍ଚୟ ସହାୟ ହେବ। ହେ ପରମେଶ୍ୱର ମୋର ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଶ୍ଚୟ କହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।