Psalms 38:16 — Compare Translations

5 translations compared side by side

Odia - 1840
"ୟଦି ମୁଁ କିଛି କ ହେ, ମାରେ ଶତ୍ରୁମାନେ ମାେତେ ପରିହାସ କରିବେ। ସମାନେେ ଦେଖିବେ ୟେ, ମୁଁ ଅସୁସ୍ଥ ଅଛି ଓ କହିବେ ମୁଁ ପାପ କଲି। ସମାନେେ କହିବେ, ପରମେଶ୍ବର ମାେତେ ଦଣ୍ଡ ଦେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ କହିଲି, କେଜାଣି ସେମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ମୁଁ କିଛି କହେ, ମୋର ଶତ୍ରୁମାନେ ମୋତେ ପରିହାସ କରିବେ। ସେମାନେ ଦେଖିବେ ଯେ, ମୁଁ ଅସୁସ୍ଥ ଅଛି ଓ କହିବେ ମୁଁ ପାପ କଲି। ସେମାନେ କହିବେ, ପରମେଶ୍ୱର ମୋତେ ଦଣ୍ଡ ଦେଉଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ କହିଲି, “କେଜାଣି ମୋହର ଶତ୍ରୁମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।”
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ କହିଲି, କେଜାଣି ମୋହର ଶତ୍ରୁମାନେ ମୋ’ ଉପରେ ଆନନ୍ଦ କରିବେ; ମୋ’ ପାଦ ଖସିଗଲା ବେଳେ ସେମାନେ ମୋ’ ପ୍ରତିକୂଳରେ ଦର୍ପ କରନ୍ତି।