Psalms 38:17 — Compare Translations
5 translations compared side by side
Odia - 1840
"ମୁଁ ଜାଣେ ମୁଁ ପାପର ଶାନ୍ତି ଭୋଗୁଛି, ମୁଁ ମାରେ ୟନ୍ତ୍ରଣାକୁ ଭୁଲିପାରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ମୁଁ ପାପର ଶାସ୍ତି ଭୋଗୁଛି, ମୁଁ ମୋର ଯନ୍ତ୍ରଣାକୁ ଭୁଲିପାରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋ’ ସମ୍ମୁଖରେ ଥାଏ।