Psalms 38:18 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ କ ହେ, ମୁଁ ଯେଉଁ ମନ୍ଦ କାର୍ୟ୍ଯ କରିଛି, ମୁଁ ସ୍ବୀକାର କରେ ୟାହା ପାପ ମୁଁ କରିଛି। ମୁଁ ମାରେ ପାପଗୁଡ଼ିକ ପାଇଁ ବାସ୍ତବରେ ଦୁଃଖିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ କହେ, ମୁଁ ଯେଉଁ ମନ୍ଦକାର୍ଯ୍ୟ କରିଛି, ମୁଁ ସ୍ୱୀକାର କରେ ଯାହା ପାପ ମୁଁ କରିଛି। ମୁଁ ମୋର ପାପଗୁଡ଼ିକ ପାଇଁ ବାସ୍ତବରେ ଦୁଃଖିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।