Psalms 38:19 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁମାନେ ସତଜେ ଓ ବଳବାନ ଅଟନ୍ତି। ସମାନେେ ଅନକେ ଥର ମିଥ୍ଯା କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ସତେଜ ଓ ବଳବାନ ଅଟନ୍ତି। ସେମାନେ ଅନେକ ଥର ମିଥ୍ୟା କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି।