Psalms 38:2 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେତେ ଆଘାତ କରିଛ। ତୁମ୍ଭର ତୀର ମାରେ ଅନ୍ତଃସ୍ଥଳକୁ ବିଦ୍ଧ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭର ତୀରସବୁ ମୋʼଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋତେ ଆଘାତ କରିଛ। ତୁମ୍ଭର ତୀର ମୋର ଅନ୍ତଃସ୍ଥଳକୁ ବିଦ୍ଧ କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭର ତୀରସବୁ ମୋʼ ଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭର ତୀରସବୁ ମୋ’ଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।