Psalms 38:20 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁମାନେ ମାେ ପ୍ରତି ମନ୍ଦ ଆଚରଣ କରନ୍ତି। କିନ୍ତୁ ମୁଁ ସମାନଙ୍କେ ପ୍ରତି ଉତ୍ତମ ବ୍ଯବହାର କଲେ। ମୁଁ ସବୁବେଳେ ଉତ୍ତମ କାର୍ୟ୍ଯ କରିବାକୁ ଚେଷ୍ଟା କରେ। କିନ୍ତୁ ସହେି ଲୋକମାନେ ତଥାପି ମାେ ବିରୁଦ୍ଧରେ ୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋ’ ପ୍ରତି ମନ୍ଦ ଆଚରଣ କରନ୍ତି। କିନ୍ତୁ ମୁଁ ସେମାନଙ୍କ ପ୍ରତି ଉତ୍ତମ ବ୍ୟବହାର କରେ। ମୁଁ ସବୁବେଳେ ଉତ୍ତମ କାର୍ଯ୍ୟ କରିବାକୁ ଚେଷ୍ଟା କରେ। ତଥାପି ସେହି ଲୋକମାନେ ମୋ’ ବିରୁଦ୍ଧରେ ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।