Psalms 38:21 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମାେତେ ପରିତ୍ଯାଗ କର ନାହିଁ। ହେ ମାରେ ପରମେଶ୍ବର ମାରେ ନିକଟରେ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ଵର, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ। ହେ ମୋର ପରମେଶ୍ୱର ମୋର ନିକଟରେ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।