Psalms 38:22 — Compare Translations

5 translations compared side by side

Odia - 1840
"ଶୀଘ୍ର ଆସ ଓ ମାେତେ ସାହାୟ୍ଯ କର। ହେ ମାରେ ପରମେଶ୍ବର ମାେତେ ଉଦ୍ଧାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ଵର ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର। ହେ ମୋର ପରମେଶ୍ୱର ମୋତେ ଉଦ୍ଧାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।