Psalms 38:4 — Compare Translations
5 translations compared side by side
Odia - 1840
"ମୁଁ ପାପ କରିଛି, ମନ୍ଦ କାର୍ୟ୍ଯ କରି ସହେି ପାପ ମାେତେ ଓଜନ ଲାଗୁଛି। ମୁଁ ଅତ୍ଯନ୍ତ ଲଜ୍ଜିତ। ମୁଁ ମୁଣ୍ଡ ଉପରକୁ ଟକେିପାରୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପାପ କରିଛି, ମନ୍ଦକାର୍ଯ୍ୟ କରି ସେହି ପାପ ମୋତେ ଓଜନ ଲାଗୁଛି। ମୁଁ ଅତ୍ୟନ୍ତ ଲଜ୍ଜିତ। ମୁଁ ମୁଣ୍ଡ ଉପରକୁ ଟେକିପାରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋହର ଅପରାଧ ମୋ’ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋ’ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।