Psalms 38:5 — Compare Translations
5 translations compared side by side
Odia - 1840
"ମୁଁ ଏକ ମୂର୍ଖାମୀ କାର୍ୟ୍ଯ କରିଛି। ମାରେ ଅଜ୍ଞାନତା ୟୋଗୁ ମାରେ କ୍ଷତ ସବୁ ଦୁର୍ଗନ୍ଧ ଓ ବିକୃତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏକ ମୂର୍ଖାମୀ କାର୍ଯ୍ୟ କରିଛି। ମୋର ଅଜ୍ଞାନତା ଯୋଗୁଁ ମୋର କ୍ଷତ ସବୁ ଦୁର୍ଗନ୍ଧ ଓ ବିକୃତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି।