Psalms 38:6 — Compare Translations
5 translations compared side by side
Odia - 1840
"ମୁଁ ଆଜି ନଇଁ ୟାଇଛି। ଭାଙ୍ଗି ପଡ଼ିଛି ସାରାଦିନ ମୁଁ ବ୍ଯଥିତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବ୍ୟଥିତ ଓ ଅତ୍ୟ; ଅବନତ ହୋଇଅଛି । ମୁଁ ଦିନଯାକ ଶୋକ କରି ବୁଲୁଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଜି ନଇଁ ଯାଇଛି। ଭାଙ୍ଗି ପଡ଼ିଛି, ସାରାଦିନ ମୁଁ ବ୍ୟଥିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ।
Odia IRV 2017 (ଓଡିଆ ବାଇବେଲ)
ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି। ମୁଁ ସାରାଦିନ ଶୋକ କରି ବୁଲୁଥାଏ।