Psalms 38:7 — Compare Translations

5 translations compared side by side

Odia - 1840
"ମାରେ ଶରୀର ଜ୍ବାଳାରେ ପରିପୂର୍ଣ୍ଣ ଥିଲା। ମାରେ ସମସ୍ତ ଶରୀର ୟନ୍ତ୍ରଣାରେ ଛଟପଟ ହେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋʼ କଟିଦେଶ ଜ୍ଵାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶରୀର ଜ୍ୱାଳାରେ ପରିପୂର୍ଣ୍ଣ ଥିଲା। ମୋର ସମସ୍ତ ଶରୀର ଯନ୍ତ୍ରଣାରେ ଛଟପଟ ହେଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋʼ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋ’ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।