Psalms 38:8 — Compare Translations
5 translations compared side by side
Odia - 1840
"ମାେତେ ଏତେ କଷ୍ଟ ହେଉଥିଲା, ମୁଁ କିଛି ଅନୁଭବ କରିପାରୁ ନ ଥିଲି। ମୁଁ ହୃଦଯର ଅସ୍ଥିରତା ହତେୁରୁ ଆର୍ତ୍ତନାଦ କରୁଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି । ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ଏତେ କଷ୍ଟ ହେଉଥିଲା, ମୁଁ କିଛି ଅନୁଭବ କରିପାରୁ ନ ଥିଲି। ମୁଁ ହୃଦୟର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରୁଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।