Psalms 38:9 — Compare Translations

5 translations compared side by side

Odia - 1840
"ହେ ମାରେ ପ୍ରଭୁ, ତୁମ୍ଭେ ମାରେ ପ୍ରାର୍ଥନା ଶୁଣିଲ। ତୁମ୍ଭେ ମାରେ ଆର୍ତ୍ତନାଦ ଶୁଣିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନା ଶୁଣିଲ। ତୁମ୍ଭେ ମୋର ଆର୍ତ୍ତନାଦ ଶୁଣିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।