Psalms 39:1 — Compare Translations

5 translations compared side by side

Odia - 1840
"ମୁଁ କହିଲି, ମୁଁ ଏଣିକି ୟାହା ବିଷଯରେ କହିବି ସାବଧାନ ହବେି। ମୁଁ ମାରେ ଜିହ୍ବାକୁ ପାପ କରିବାକୁ ସୁଯୋଗ ଦବେି ନାହିଁ। ମୁଁ ଯେତବେେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି, ମୁଁ ମାରେ ମୁଖକୁ ବନ୍ଦ ରଖିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ ପାଇଁ ଦାଉଦଙ୍କର ଗୀତ । ମୁଁ କହିଲି, ମୁଁ ଜିହ୍ଵାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍ ପାଇଁ ଦାଉଦଙ୍କର ଗୀତ। ମୁଁ କହିଲି, “ମୁଁ ଏଣିକି ଯାହା ବିଷୟରେ କହିବି ସାବଧାନ ହେବି। ମୁଁ ମୋର ଜିହ୍ୱାକୁ ପାପ କରିବାକୁ ସୁଯୋଗ ଦେବି ନାହିଁ। ମୁଁ ଯେତେବେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି, ମୁଁ ମୋର ମୁଖକୁ ବନ୍ଦ ରଖିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”
Odia IRV 2017 (ଓଡିଆ ବାଇବେଲ)
ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋ’ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”