Psalms 39:11 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସମାନଙ୍କେୁ ତୁମ୍ଭେ ଦଣ୍ଡ ଦିଅ। ଉଚିତ ଶିକ୍ଷା ଦବୋ ପାଇଁ ଓ ସତ୍ ମାର୍ଗରେ ୟିବା ପାଇଁ କୀଟ ୟପରେି ଲୁଗାକୁ ନଷ୍ଟ କରିଦିଏ, ସହେିଭଳି ତୁମ୍ଭେ ସହେି ବ୍ଯକ୍ତିଙ୍କର ମୂଲ୍ଯବାନ୍ ବସ୍ତୁକୁ ଧ୍ବଂସ କର। ହଁ, ଆମ୍ଭର ଜୀବନ ସବୁ ହେଉଛି, ଛୋଟିଆ ବାଦଲ ଖଣ୍ଡ ପରି ୟାହା ଖୁବ୍ ଶୀଘ୍ର ମଳାଇ ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ଵାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସେମାନଙ୍କୁ ତୁମ୍ଭେ ଦଣ୍ଡ ଦିଅ। ଉଚିତ୍ ଶିକ୍ଷା ଦେବା ପାଇଁ ଓ ସତ୍ ମାର୍ଗରେ ଯିବା ପାଇଁ କୀଟ ଯେପରି ଲୁଗାକୁ ନଷ୍ଟ କରିଦିଏ, ସେହିଭଳି ତୁମ୍ଭେ ସେହି ବ୍ୟକ୍ତିଙ୍କର ମୂଲ୍ୟବାନ୍ ବସ୍ତୁକୁ ଧ୍ୱଂସ କର। ହଁ, ଆମ୍ଭର ଜୀବନ ସବୁ, ଛୋଟିଆ ବାଦଲ ଖଣ୍ଡ ପରି ଯାହା ଖୁବ୍ ଶୀଘ୍ର ମଳାଇ ହୋଇଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [ସେଲା]