Psalms 39:12 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣ। ମୁଁ ୟାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ। ମାରେ ଲୋତକକୁ ଚାହଁ, ମୁଁ ଜଣେ ପଥିକ ୟିଏ କି ତୁମ୍ଭ ସହିତ ଜୀବନ କଟାଉଛି। ମାରେ ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ଯ ଏଠାରେ ଅଳ୍ପଦିନ ବଞ୍ଚିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ଵରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପିତୃଲୋକଙ୍କ ତୁଲ୍ୟ ପ୍ରବାସୀ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣ। ମୁଁ ଯାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ। ମୋର ଲୋତକକୁ ଗ୍ଭହଁ, ମୁଁ ଜଣେ ପଥିକ ଯିଏ କି ତୁମ୍ଭ ସହିତ ଜୀବନ କଟାଉଛି। ମୋର ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ୟ ଏଠାରେ ଅଳ୍ପଦିନ ବଞ୍ଚିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋ’ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।