Psalms 39:13 — Compare Translations
5 translations compared side by side
Odia - 1840
"ହେ ସଦାପଭ୍ରୁ, ମାେତେ ତୁମ୍ଭେ ଏକୁଟିଆ ଛାଡ଼ିଦିଅ ଓ ମୁଁ ମୃତ୍ଯୁମୁଖରେ ପଡ଼ି ନିଶ୍ଚିହ୍ନ ହବୋ ପୂର୍ବରୁ ମାେତେ ତୁମ୍ଭେ ପ୍ରଫୁଲ୍ଲ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋʼଠାରୁ ଦୃଷ୍ଟି ଫେରାଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋତେ ତୁମ୍ଭେ ଏକୁଟିଆ ଛାଡ଼ିଦିଅ ଓ ମୁଁ ମୃତ୍ୟୁମୁଖରେ ପଡ଼ି ନିଶ୍ଚିହ୍ନ ହେବା ପୂର୍ବରୁ ମୋତେ ତୁମ୍ଭେ ପ୍ରଫୁଲ୍ଲ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋʼ ଠାରୁ ଦୃଷ୍ଟି ଫେରାଅ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋ’ଠାରୁ ଦୃଷ୍ଟି ଫେରାଅ।”