Psalms 39:2 — Compare Translations

5 translations compared side by side

Odia - 1840
"ତଣେୁ ମୁଁ କିଛି କହିଲି ନାହିଁ। ଏପରିକି ମୁଁ କିଛି ଭଲ କଥା ମଧ୍ଯ କହିବି ନାହିଁ। କିନ୍ତୁ ଏହା ଦ୍ବାରା ମୁଁ ଅଧିକ କୋର୍ଧୀ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମୌନ ଭାବରେ ନୀରବ ରହିଲି, ସତ୍କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ କିଛି କହିଲି ନାହିଁ। ଏପରିକି ମୁଁ କିଛି ଭଲ କଥା ମଧ୍ୟ କହିବି ନାହିଁ। କିନ୍ତୁ ଏହା ଦ୍ୱାରା ମୁଁ ଅଧିକ କ୍ରୋଧୀ ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;
Odia IRV 2017 (ଓଡିଆ ବାଇବେଲ)
ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;