Psalms 39:3 — Compare Translations
5 translations compared side by side
Odia - 1840
"ମୁଁ ଅତି କୋର୍ଧିତ ଥିଲି। ମୁଁ ଯେତବେେଳେ ମାରେ କୋର୍ଧ ବିଷଯରେ ଭାବିଲି ଆହୁରି ଅଧିକ କୋର୍ଧୀ ହଲିେ। ତଣେୁ ମୁଁ ଜିହ୍ବାରେ କିଛି କହି ପକାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ତରରେ ମୋହର ହୃଦୟ ଉତ୍ତପ୍ତ ହେଲା; ଭାବୁ ଭାବୁ ଅଗ୍ନି ପ୍ରଜ୍ଵଳିତ ହେଲା; ତେବେ ମୁଁ ଆପଣା ଜିହ୍ଵାରେ କଥା କହିଲି;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଅତି କ୍ରୋଧିତ ଥିଲି। ମୁଁ ଯେତେବେଳେ ମୋର କ୍ରୋଧ ବିଷୟରେ ଭାବିଲି ଆହୁରି ଅଧିକ କ୍ରୋଧୀ ହେଲି। ତେଣୁ ମୁଁ ଜିହ୍ୱାରେ କିଛି କହି ପକାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି;
Odia IRV 2017 (ଓଡିଆ ବାଇବେଲ)
ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି;