Psalms 39:4 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେତେ କୁହ ବର୍ତ୍ତମାନ ମାରେ ଅବସ୍ଥା କ'ଣ ହବେ? ମାେତେ ତୁମ୍ଭେ କୁହ ମୁଁ ଆଉ କେତେ ଦିନ ବଞ୍ଚିବି? ମାେତେ ତୁମ୍ଭେ ଜଣାଅ ପ୍ରକୃତରେ ମାରେ ଜୀବନକାଳ ଆଉ କେତେ ଦିନ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋତେ କୁହ ବର୍ତ୍ତମାନ ମୋର ଅବସ୍ଥା କ’ଣ ହେବ? ମୋତେ ତୁମ୍ଭେ କୁହ ମୁଁ ଆଉ କେତେ ଦିନ ବଞ୍ଚିବି? ମୋତେ ତୁମ୍ଭେ ଜଣାଅ ପ୍ରକୃତରେ ମୋର ଜୀବନକାଳ ଆଉ କେତେ ଦିନ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ।
Odia IRV 2017 (ଓଡିଆ ବାଇବେଲ)
“ହେ ସଦାପ୍ରଭୁ, ମୋହର ଅନ୍ତିମକାଳ ଓ ମୋ’ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ।