Psalms 39:6 — Compare Translations

5 translations compared side by side

Odia - 1840
"ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ଯୁପରେ ସେ ସବୁକୁ କିଏ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନା-ଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ୟୁପରେ ସେ ସବୁକୁ କିଏ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।