Psalms 39:7 — Compare Translations
5 translations compared side by side
Odia - 1840
"ହେ ମାରେ ପ୍ରଭୁ, ମାରେ ଆଉ କ'ଣ ଆଶା ଅଛି? ତୁମ୍ଭେ ମାରେ ସମସ୍ତ ଆଶା ଓ ଭରସା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରଭୁ, ମୋର ଆଉ କ’ଣ ଆଶା ଅଛି? ତୁମ୍ଭେ ମୋର ସମସ୍ତ ଆଶା ଓ ଭରସା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।