Psalms 39:8 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେତେ ସମସ୍ତ ଅଧର୍ମରୁ ଉଦ୍ଧାର କର। ମାେତେ ମୂର୍ଖ ଲୋକମାନଙ୍କ ଦ୍ବାରା ନିନ୍ଦାପାତ୍ର କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋତେ ସମସ୍ତ ଅଧର୍ମରୁ ଉଦ୍ଧାର କର। ମୋତେ ମୂର୍ଖ ଲୋକମାନଙ୍କ ଦ୍ୱାରା ନିନ୍ଦାପାତ୍ର କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ।