Psalms 39:9 — Compare Translations

5 translations compared side by side

Odia - 1840
"ମୁଁ ମାରେ ପାଟି ଖାଲିେ ନାହିଁ। ମୁଁ କିଛି କହି ନାହିଁ। ହେ ସଦାପ୍ରଭୁ ତୁମ୍ଭେ ୟାହା କରିବା କଥା ତାହା କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ପାଟି ଖୋଲି ନାହିଁ। ମୁଁ କିଛି କହି ନାହିଁ। ହେ ସଦାପ୍ରଭୁ ତୁମ୍ଭେ ଯାହା କରିବା କଥା ତାହା କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।