Psalms 4:1 — Compare Translations

5 translations compared side by side

Odia - 1840
"ହେ ମାରେ ଧର୍ମସ୍ବରୂପ ପରମେଶ୍ବର, ମାେତେ ଉତ୍ତର ଦିଅ। ମୁଁ ଯେତବେେଳେ ତୁମ୍ଭକୁ ପ୍ରାର୍ଥନା କରୁଛି, ମାରେ ଗୁହାରି ଶୁଣ। ମାେ ପ୍ରତି ସଦଯ ହୁଅ। ମାେତେ ମାରେ ସମସ୍ତ ଦୁଃଖ ୟନ୍ତ୍ରଣାରୁ ମୁକ୍ତି ପ୍ରଦାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ମୋହର ଧର୍ମ ସ୍ଵରୂପ ପରମେଶ୍ଵର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ: ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ତାରଯୁକ୍ତ ବାଦ୍ୟଯନ୍ତ୍ର ଦ୍ୱାରା ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ମୋର ଧର୍ମସ୍ୱରୂପ ପରମେଶ୍ୱର, ମୋତେ ଉତ୍ତର ଦିଅ। ମୁଁ ଯେତେବେଳେ ତୁମ୍ଭକୁ ପ୍ରାର୍ଥନା କରୁଛି, ମୋର ଗୁହାରି ଶୁଣ। ମୋ’ ପ୍ରତି ସଦୟ ହୁଅ। ମୋତେ ମୋର ସମସ୍ତ ଦୁଃଖ ଯନ୍ତ୍ରଣାରୁ ମୁକ୍ତି ପ୍ରଦାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।