Psalms 4:2 — Compare Translations
5 translations compared side by side
Odia - 1840
"ହେ ଲୋକମାନେ ଆଉ କେତେ ଦିନ ଏପରି ଖରାପ କଥା ମାେ ବିରୁଦ୍ଧରେ ପ୍ରଚାର କରିବ। ତୁମ୍ଭମାନେେ କେତଦେିନ ନାନା ପ୍ରକାର ନୂଆ ନୂଆ ମିଥ୍ଯା କଥା ମାେ ବିଷଯରେ କହିବ। କାହିଁକି ତୁମ୍ଭମାନେେ ସହେି ମନ୍ଦ କଥା କହିବାକୁ ଭଲ ପାଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ଵେଷଣ କରିବ? [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ହେ ଲୋକମାନେ ଆଉ କେତେ ଦିନ ଏପରି ଖରାପ କଥା ମୋ’ ବିରୁଦ୍ଧରେ ପ୍ରଗ୍ଭର କରିବ? ତୁମ୍ଭେମାନେ କେତେଦିନ ନାନା ପ୍ରକାର ନୂଆ ନୂଆ ମିଥ୍ୟା କଥା ମୋ’ ବିଷୟରେ କହିବ? କାହିଁକି ତୁମ୍ଭେମାନେ ସେହି ମନ୍ଦ କଥା କହିବାକୁ ଭଲ ପାଉଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ?
Odia IRV 2017 (ଓଡିଆ ବାଇବେଲ)
ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? [ସେଲା]