Psalms 4:5 — Compare Translations
5 translations compared side by side
Odia - 1840
"ସଦାସର୍ବଦା ସଦାପ୍ରଭୁଙ୍କ ଉପରେ ବିଶ୍ବାସ ରଖି ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଧର୍ମ ବଳିଦାନ ଉତ୍ସର୍ଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ଵାସ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାସର୍ବଦା ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧର୍ମ ବଳିଦାନ ଉତ୍ସର୍ଗ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
Odia IRV 2017 (ଓଡିଆ ବାଇବେଲ)
ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।