Psalms 4:6 — Compare Translations

5 translations compared side by side

Odia - 1840
"ଅନକେ ଲୋକ କହନ୍ତି, କିଏ ଆମ୍ଭମାନଙ୍କୁ ପରମେଶ୍ବରଙ୍କ ଉତ୍ତମତା ଦଖାଇେ ପାରିବ। ହେ ସଦାପ୍ରଭୁ ତୁମ୍ଭେ ତୁମ୍ଭର ତଜେ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକେ କହନ୍ତି, କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ? ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଲୋକ କହନ୍ତି, “କିଏ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉତ୍ତମତା ଦେଖାଇ ପାରିବ? ହେ ସଦାପ୍ରଭୁ ତୁମ୍ଭେ ତୁମ୍ଭର ତେଜ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦେଖାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?” ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।
Odia IRV 2017 (ଓଡିଆ ବାଇବେଲ)
ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?” ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।