Psalms 4:8 — Compare Translations

5 translations compared side by side

Odia - 1840
"ମୁଁ ବିଛଣାରେ ଶାନ୍ତିରେ ଶଯନ କରେ, କାରଣ ହେ ସଦାପ୍ରଭୁ ତୁମ୍ଭେ ମାେତେ ରକ୍ଷାକରି ନିରାପଦରେ ଶାଇେବାକୁ ସୁଯୋଗ ଦଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବିଛଣାରେ ଶାନ୍ତିରେ ଶୟନ କରେ, କାରଣ ହେ ସଦାପ୍ରଭୁ ତୁମ୍ଭେ ମୋତେ ରକ୍ଷାକରି ନିରାପଦରେ ଶୋଇବାକୁ ସୁଯୋଗ ଦେଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୁ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।