Psalms 40:1 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁଙ୍କୁ ଡ଼ାକିଲି, ସେ ମାରେ ଡ଼ାକ ଓ କ୍ରନ୍ଦନ ଧ୍ବନି ଶୁଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୁକ୍ତି ଶୁଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ମୁଁ ସଦାପ୍ରଭୁଙ୍କୁ ଡାକିଲି, ସେ ମୋର ଡାକ ଓ କ୍ରନ୍ଦନ ଧ୍ୱନି ଶୁଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।