Psalms 40:10 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ୟ୍ଯ କରିଛ। ସେସବୁକୁ ମୁଁ ମାରେ ହୃଦଯରେ ଗୋପନ କରି ନାହିଁ। ହେ ସଦାପ୍ରଭୁ ମାେ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସମାନଙ୍କେୁ ଉଦ୍ଧାର କରିବ ବୋଲି ପ୍ରଚାର କରିଅଛି। ମୁଁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଓ ସତ୍ଯତା ମହାସମାଜରୁ ଲୋକମାନଙ୍କଠାରୁ ଲୁଚାଇ ରଖି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ ମୁଁ ତୁମ୍ଭର ବିଶ୍ଵସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ଯ୍ୟ କରିଛ। ସେସବୁକୁ ମୁଁ ମୋର ହୃଦୟରେ ଗୋପନ କରି ନାହିଁ। ହେ ସଦାପ୍ରଭୁ ମୋ’ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସେମାନଙ୍କୁ ଉଦ୍ଧାର କରିବ ବୋଲି ପ୍ରଗ୍ଭର କରିଅଛି। ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ମହାସମାଜରୁ ଲୋକମାନଙ୍କଠାରୁ ଲୁଗ୍ଭଇ ରଖି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ କରି ନାହିଁ; ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି; ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମହାସମାଜଠାରୁ ଗୁପ୍ତ ରଖି ନାହିଁ।