Psalms 40:11 — Compare Translations
5 translations compared side by side
Odia - 1840
"ତଣେୁ ହେ ସଦାପ୍ରଭୁ, ତୁମ୍ଭର ଦୟାକୁ ମାଠାେରେ ଲୁଚାଅ ନାହିଁ। ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଓ ସତ୍ଯତା ସର୍ବଦା ମାେତେ ରକ୍ଷା କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ମୋʼଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ସଦାପ୍ରଭୁ, ତୁମ୍ଭର ଦୟାକୁ ମୋ’ଠାରେ ଲୁଗ୍ଭଅ ନାହିଁ। ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ସର୍ବଦା ମୋତେ ରକ୍ଷା କରୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଆପଣା ଦୟା ରୁଦ୍ଧ କର ନାହିଁ; ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ ନିରନ୍ତର ରକ୍ଷା କରୁ।